23.1 C
Bhubaneswar
Sunday, March 22, 2026
Homeଓଡିଶା୫ ବର୍ଷରେ ୭୨ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା

୫ ବର୍ଷରେ ୭୨ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ରାଜ୍ୟରେ ୫ ବର୍ଷରେ ୭୨ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଛନ୍ତି । ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜର ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା ହୋଇଛି । ବିଧାୟକ ସୋଫିଆଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉତ୍ତର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking