16.1 C
Bhubaneswar
Monday, February 9, 2026
Homeଦେଶ ବିଦେଶଜୟପୁରରେ ରବର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ଜୟପୁରରେ ରବର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ

ଜୟପୁର: ରାଜସ୍ଥାନର ଜୟପୁରରେ ଗୁରୁବାର ସକାଳେ ଏକ ରବର ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଗୋଦାମଟି ସହରର ହର୍ମଦ ଅଞ୍ଚଳରେ ଅବସ୍ଥିତ। ସୂଚନା ପାଇବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା। ନିଆଁ ଲିଭାଇବା ପାଇଁ କାର୍ଯ୍ୟ ଜାରି ରହିଛି। ବରିଷ୍ଠ ଅଧିକାରୀମାନେ ମଧ୍ୟ ଗୋଦାମକୁ ଯାଇଥିଲେ। ଅଗ୍ନିକାଣ୍ଡର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ଗୋଦାମରୁ ନିଆଁ ଏବଂ କଳା ଧୂଆଁ ବାହାରୁଥିବାର ଦେଖାଯାଉଥିଲା। ଏହାକୁ ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। କୌଣସି ଆହତ କିମ୍ବା ମୃତାହତଙ୍କ ତଥ୍ୟ ଜଣାପଡି ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking