22.1 C
Bhubaneswar
Friday, February 13, 2026
Homeଓଡିଶାକନଷ୍ଟେବଳ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ

କନଷ୍ଟେବଳ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ

ଭୁବନେଶ୍ୱର : କନଷ୍ଟେବଳ ସିପାହୀ ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ । ଆଇଆରବି ବାଟାଲିୟନ କନଷ୍ଟେବଳ ସିପାହୀ ନିଯୁକ୍ତି ପ୍ରସଙ୍ଗରେ ରୋକ ଲାଗିଛି । ନିଯୁକ୍ତି ପ୍ରକ୍ରିୟା ଉପରେ ରୋକ ଲଗାଇଲେ ହାଇକୋର୍ଟ । ୧୭ରୁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବାର ଥିଲା । ଅନ୍ୟାଦେଶ ନଆସିବା ଯାଏଁ ନିଯୁକ୍ତି ପ୍ରକ୍ରିୟାକୁ ବନ୍ଦ ରହିବ । ପ୍ରାୟ ୩ ବର୍ଷ ନିଯୁକ୍ତି ପାଇଁ ବିଜ୍ଞପ୍ତି  ପ୍ରକାଶ ପାଇନଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking