29.1 C
Bhubaneswar
Sunday, March 16, 2025
Homeଓଡିଶାରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ହୋଲି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା  ଜଣାଇଛନ୍ତି । ଭାତୃତ୍ୱ ଓ ସଦଭାବନାର ପର୍ୱ ହେଉଛି ହୋଲି । ରଙ୍ଗର ପର୍ୱ ସମସ୍ତଙ୍କ ଜୀବନରେ ସୁଖ , ଶାନ୍ତି ଓ ଆନନ୍ଦ ଭରିଦେଉ । ରାଧାଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳ କାମନା କଲେ । ଏହା ସହିତ ପୋଲିସ ଅଧିକାରୀଙ୍କ ସହ ହୋଲି ପାଳିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୋଲିସ ଡିଜି ଓ ଅନ୍ୟ ବରିଷ୍ଠ ଅଧିକାରୀ ସହ ଖେଳିଲେ ହୋଲି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking