31.1 C
Bhubaneswar
Sunday, March 15, 2026
Homeଓଡିଶାମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆଇଟି ରେଡ୍

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆଇଟି ରେଡ୍

ଅନୁଗୁଳ: ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌। ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍। ଅନୁଗୁଳରେ ଆୟକର ବିଭାଗର ତିନି ଜଣିଆ ଟିମ ତଦନ୍ତ ଚଳାଇଛନ୍ତି। ଅନୁଗୁଳ କରଡ଼ ଗାଡ଼ିଆର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଏକାଧିକ ସଂସ୍ଥାରେ ଆଇଟି ଚଢ଼ଉ କରୁଛି। ଶକ୍ତି ଇଣ୍ଟର ନାସନାଲ ହୋଟେଲ ଗ୍ରୁପ ସମେତ ଢେଙ୍କାନାଳ ମଦ ବଟଲିଙ୍ଗ ପ୍ଲାଣ୍ଟ ଭଳି ୨୫ଟି ସ୍ଥାନରେ ଚଢାଉ କରାଯାଉଛି। ପାରଳାଖେମୁଣ୍ଡିରେ ଥିବା ସମୁଦି ଘରେ ବି ଚଢ଼ଉ କରୁଛି ଆୟକର ବିଭାଗ। ଚଢାଉ ବେଳେ ୧୦ କୋଟିରୁ ଅଧିକ ଟଙ୍କା ଜବତ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking