33.1 C
Bhubaneswar
Wednesday, April 9, 2025
Homeଓଡିଶାଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଭୁବନେଶ୍ୱର ଜଳେଯାଗାଣ ଓ ସ୍ୱରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର । ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ରେଡ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟ ସ୍ଥାନରେ ଚଢାଉ କରାଯାଇଛି । ଖୋର୍ଦ୍ଧା, ଭୁବନେଶ୍ୱର ଘର ସମେତ କଟକର ସଂପର୍କୀୟଙ୍କ ଘରେ ଚଢାଉ ଚାଲିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking