23.1 C
Bhubaneswar
Monday, February 9, 2026
Homeଓଡିଶାଲଘୁଚାପ ପ୍ରଭାବରେ ୧୨ ତାରିଖ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ୧୨ ତାରିଖ ଯାଏଁ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରି ସମୁଦ୍ରରେ ଦୁର୍ବଳ ହେବ । ଏପଟେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଜିଠୁ ୧୨ ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଛି। ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking