23.1 C
Bhubaneswar
Sunday, February 15, 2026
Homeଓଡିଶାରାଜଧାନୀରେ ଏନକାଉଣ୍ଟର: ନିଶା ମାଫିଆକୁ କାବୁ କଲା ସ୍ପେଶାଲ କ୍ରାଇମ୍‌ ୟୁନିଟ

ରାଜଧାନୀରେ ଏନକାଉଣ୍ଟର: ନିଶା ମାଫିଆକୁ କାବୁ କଲା ସ୍ପେଶାଲ କ୍ରାଇମ୍‌ ୟୁନିଟ

ଭୁବନେଶ୍ୱର: ପୁଣି ନିଶା ମାଫିଆ ଶେଖ ଜାମସେଦକୁ ଏନକାଉଣ୍ଟର । ଗୁରୁତର ଅବସ୍ଥାରେ ଏମ୍ସରେ ଅପରାଧୀକୁ ଭର୍ତ୍ତି କରାଯାଇଛି । ସ୍ପେଶାଲ କ୍ରାଇମ୍‌ ୟୁନିଟ୍ ଅଫିସର ଅନୁପ କାନୁନଗୋ ଏହି ଏନକାଉଣ୍ଟର କରିଥିବା ବେଳେ ଅପରାଧି ଗୋଡ଼ରେ ଦୁଇଟି ଗୁଳି ବାଜିଛି । ଶେଖ ଜାମସେଦ ନିକଟରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ଗୋଟିଏ ମାଉଜର ଜବତ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking