23.1 C
Bhubaneswar
Monday, December 22, 2025
Homeଓଡିଶାଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

ବଲାଙ୍ଗୀର: ବିଚ ରାସ୍ତାରେ ଯୁବକକୁ ଗୋଡାଇ ଗୋଡାଇ ହତ୍ୟା । ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ। ଘଟଣାସ୍ଥଳରୁ ହତ୍ୟାକରୀ ଫେରାର ହୋଇଯାଇଛି। ମୃତଦେହ ପାଖରେ ପଡିଛି ବାଇକ୍। ଖବର ପାଇ ଘଟଣାସ୍ଥଳରେ ଟାଉନ୍ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking