31.1 C
Bhubaneswar
Friday, February 13, 2026
Homeଓଡିଶାଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ: ବାଇକକୁ ପଛରୁ ଧକ୍କା ଦେଲା କାର୍ । ଦୁର୍ଘଟଣାରେ ଜଣେ ମୃତ ଓ ଜଣେ ଗୁରୁତର ଅଛନ୍ତି । ଗୁରୁତରକୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି । ଚାରି ଛକ ବଜାରରୁ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking