17.1 C
Bhubaneswar
Tuesday, December 9, 2025
Homeଓଡିଶାବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଚିଠି

ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଚିଠି

ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ  ଚିଠି । ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ   ଚିଠି ଦେଇଛନ୍ତି ।ପହଲାଗାମ ହମଲା ପ୍ରସଙ୍ଗରେ ଆଲୋଚନା ପାଇଁ ଅନୁରୋଧ କରିଛନ୍ତି । ସୂଚନା ଥାଉ କି ଏପ୍ରିଲ ୨୨ରେ ହୋଇଥିବା ପହଲଗାମ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣଙ୍କ ଜୀବନ ଚାଲିଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking