ବୌଦ୍ଧ: ବାଇକକୁ ପିଟିଲା ପିକଅପ । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଦନ୍ତାପାଲି ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା ଘଟିଛି । କ୍ଷତିପୂରଣ ଦାବିରେ ମୃତଦେହ ରଖି ସ୍ଥାନୀୟ ଲୋକଙ୍କ ରାସ୍ତାରୋକ କରିଛନ୍ତି ା ଏନଏଚ୫୭ ଖୋର୍ଧା ବଲାଙ୍ଗୀର ରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି ।










