16.1 C
Bhubaneswar
Sunday, December 21, 2025
Homeଓଡିଶା୮ରୁ ରାଜ୍ୟର ବିଭିନ୍ନ ସହରର ବଢିପାରେ ତାତି

୮ରୁ ରାଜ୍ୟର ବିଭିନ୍ନ ସହରର ବଢିପାରେ ତାତି

ଭୁବନେଶ୍ବର: ଆସନ୍ତା ତିନି ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ମେ ୮ରୁ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼ ସହରର ତାପମାତ୍ରା ୪୦ ଡିଗ୍ରି ଡେଇଁଯିବ। ୯ ତାରିଖ ବେଳକୁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଟିଟିଲାଗଡ଼, ଦେବଗଡ଼, ନୟାଗଡ଼, ଅନୁଗୁଳ ସହରର ତାପମାତ୍ରା ୪୧ ଡିଗ୍ରିରେ ପହଞ୍ଚିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking