24.1 C
Bhubaneswar
Saturday, March 21, 2026
Homeଓଡିଶାଭଦ୍ରକ ବାଣ ବିସ୍ଫୋରଣ ଘଟଣା : ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଭଦ୍ରକ ବାଣ ବିସ୍ଫୋରଣ ଘଟଣା : ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ଭଦ୍ରକ ଚାନ୍ଦବାଲି ଅଞ୍ଚଳର ହଳଦିଡିହ ଗାଁ’ରେ ବାଣ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରମିକମାନଙ୍କ ମୃତ୍ୟୁ ଅତି ଦୁଃଖଦାୟକ ବୋଲି ମତବ୍ୟକ୍ତ କରିବା ସହିତ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ ପରିବାରର ନିକଟତମ ଆତ୍ମୀୟଙ୍କୁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି (State Disaster Response Fund) ରୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking