25.1 C
Bhubaneswar
Monday, December 22, 2025
Homeଦେଶ ବିଦେଶଛତିଆରେ ବୋମା ବିସ୍ଫୋରଣ: ୨ ମୃତ

ଛତିଆରେ ବୋମା ବିସ୍ଫୋରଣ: ୨ ମୃତ

ଯାଜପୁର: ଯାଜପୁର ଛତିଆରେ ବୋମା ବିସ୍ଫୋରଣ । ବିସ୍ଫୋରଣରେ ୨ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି । ତେବେ କେଉଁ ପରିସ୍ଥିତିରେ ବିସ୍ଫୋରଣ ହେଲା ସେନେଇ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ବିସ୍ଫୋରଣ ଯୋଗୁଁ ଲୋକଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking