25.1 C
Bhubaneswar
Saturday, February 7, 2026
Homeଓଡିଶାଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭଦ୍ରକ: ଭିଜିଲାନ୍ସ ଜାଲରେ କନିଷ୍ଠ ଯାନ୍ତ୍ରୀ। ଲାଞ୍ଚ ନେଉଥିବା ବେଳେ ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ଭିଜିଲାନ୍ସ ଜାଲରେ ଧରା  ପଡ଼ିଛନ୍ତି। ରାସ୍ତା ବିଲ ପାଇଁ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭଦ୍ରକ ଓ ବାଲେଶ୍ୱରର ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking