20.1 C
Bhubaneswar
Saturday, December 6, 2025
Homeଓଡିଶାଘାଟିରେ ବସ ଦୁର୍ଘଟଣା: ୨୫ ଆହତ

ଘାଟିରେ ବସ ଦୁର୍ଘଟଣା: ୨୫ ଆହତ

ରାୟଗଡ଼: ମାର୍ଲବା ଘାଟିରେ ଇସ୍ପାତ ବସ୍ ଦୁର୍ଘଟଣା । ଗଜପତି ଜିଲ୍ଲା ରାୟଗଡ଼ ଥାନା ମାର୍ଲବା ଘାଟିରେ ଇସ୍ପାତ ବସ୍ ଦୁର୍ଘଟଣା ଘଟିଛି । ବସ୍‌ଟି ଭୁବନେଶ୍ଵରଠାରୁ ପାରଳାଖେମୁଣ୍ଡି ଅଭିମୁଖେ ଆସୁଥିବା ବେଳେ ମାର୍ଲବା ଘାଟିରେ ଓଲଟି ପଡିଛି । ଘାଟି ରାସ୍ତାରୁ ଆସୁଥିବା ବେଳେ ଆରପଟେ ଓଲଟି ପଡିଥିଲା । ବସରେ ଥିବା ୨୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଆହତ ମାନଙ୍କୁ ପ୍ରଥମେ ରାୟଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିବା ବେଳେ ଆହତ ମାନଙ୍କୁ ଚିକିତ୍ସା ପାଇଁ ପଠାଯାଇଛି । କିଛି ଜଣଙ୍କୁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking