32.1 C
Bhubaneswar
Thursday, July 3, 2025
Homeଦେଶ ବିଦେଶପୋଲାଭରମ ପ୍ରକଳ୍ପର ସମୀକ୍ଷା କରିବେ ମୋଦୀ

ପୋଲାଭରମ ପ୍ରକଳ୍ପର ସମୀକ୍ଷା କରିବେ ମୋଦୀ

ନୂଆଦିଲ୍ଲୀ: ପୋଲାଭରମ ପ୍ରକଳ୍ପର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମେ ୨୮ରେ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ବସିବ । ଆନ୍ଧ୍ରପ୍ରଦେଶ , ତେଲେଙ୍ଗାନା, ଓଡିଶା ଏବଂ ଛତିଶଗଡ ୪ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ ଏବଂ ଏହାର ଆଲୋଚନା କରିବେ । ପ୍ରଥମ ଥର ପାଇଁ ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ବସିବ । ଓଡିଶା କଣ ପକ୍ଷ ରଖିବ  ନିଜକୁ ପ୍ରସ୍ତୁତ କରୁଛନ୍ତି ସରକାର । ଶୁକ୍ରବାର ପୋଲାଭରମ ଉପରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking