26.1 C
Bhubaneswar
Wednesday, December 17, 2025
Homeଓଡିଶାଦଉଡି ଦେଇ ଯୁବକଙ୍କ ଆତ୍ମହତ୍ୟା

ଦଉଡି ଦେଇ ଯୁବକଙ୍କ ଆତ୍ମହତ୍ୟା

ଲାଞ୍ଜିଗଡ଼: ଗଛରେ ଦଉଡି ଦେଇ ଯୁବକଙ୍କ ଆତ୍ମହତ୍ୟା। କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଆଶ୍ରମପଡାଠାରେ ବସନ୍ତ ମୁଣ୍ଡା ନାମକ ଜଣେ ବ୍ୟକ୍ତି(୪୨) ଗଛରେ ଦଉଡି ଦେଇ ଆତ୍ମହତ୍ୟା କରିଛନ୍ତି। ଏ ସମ୍ପର୍କରେ ଜଣାପଡିବା ପରେ ପରିବାର ଲୋକେ ଲାଞ୍ଜିଗଡ ଥାନାକୁ ଖବର ଦେଇଥିଲେ। ଥାନାଧିକାରୀ ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ଡୋଳାମଣି ବିଶି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking