ଭୁବନେଶ୍ୱର: ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାତିରେ ଦିଲ୍ଲୀ ଗସ୍ତରେ ଯିବେ । ନୀତି ଆୟୋଗ ବୈଠକରେ ସାମିଲ ହେବେ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ନୀତି ବୈଠକ । ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ସାମିଲ ହେବେ ।