15.1 C
Bhubaneswar
Thursday, December 18, 2025
Homeଓଡିଶାବିଜେଡି ଛାଡିଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି

ବିଜେଡି ଛାଡିଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି

ଭଦ୍ରକ: ଭଦ୍ରକରେ ବିଜେଡିକୁ ଶକ୍ତ ଧକ୍କା ।  ଦଳ ଛାଡିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ । ରବିଷ୍ଠ ନେତା ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡିଲେ । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଲେ । ୨୦୦୩ରେ ଭଦ୍ରକ ପୌରପାଳିକା ଅଧ୍ୟକ୍ଷ ପଦରେ ଥିଲେ ପ୍ରୟାସକାନ୍ତି । ପୂର୍ୱରୁ ବିଜେଡିର ରାଜ୍ୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking