15.1 C
Bhubaneswar
Monday, December 15, 2025
Homeଓଡିଶାଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର: ଆଜି ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରାଯାଇଛି। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜାରି ବିଜ୍ଞପ୍ତି ଅନୁସାରେ
କେନ୍ଦ୍ରକୁ ଯିବେ ଆଇଏଏସ୍ ଭିନୀଲ କ୍ରିଷ୍ଣା। ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା। ଏବେଠାରୁ ୫ ବର୍ଷ ଯାଏଁ ଦାୟିତ୍ୱରେ ରହିବେ ଭିନୀଲ କ୍ରିଷ୍ଣା। ୨୦୦୫ ବ୍ୟାଚର ଓଡ଼ିଶା ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା। ସେ ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ସଚିବ ଭାବରେ ନିଯୁକ୍ତ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking