24.1 C
Bhubaneswar
Wednesday, May 6, 2026
Homeଓଡିଶାନବ ଦାସ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚର ପୁଣି ତଦନ୍ତ ଆରମ୍ଭ

ନବ ଦାସ ହତ୍ୟା ମାମଲା: କ୍ରାଇମବ୍ରାଞ୍ଚର ପୁଣି ତଦନ୍ତ ଆରମ୍ଭ

ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ ନବ ଦାସ୍ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁନଃ ତଦନ୍ତ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ପର୍ଯ୍ୟାୟରେ ଝାରସୁଗୁଡ଼ାରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍ ପଚରାଉଚରା ଆରମ୍ଭ କରିଛି। ରାଜପୁର ପଞ୍ଚାୟତ ସରପଞ୍ଚ ସରସ୍ଵତୀ ନାୟକଙ୍କ ସ୍ବାମୀ ଗଣେଶ ବାଗ ଓ ଗୋପାଳଙ୍କ ମୋବାଇଲରୁ ଶେଷ କଲ୍ ଯାଇଥିବା ରାଜପୁରର ପ୍ରବୀଣ ଦେଓଙ୍କ ବୟାନ ରେକର୍ଡ କରିଛି କ୍ରାଇମବ୍ରାଞ୍ଚ। କାହିଁକି ଓ କେଉଁ ପରିସ୍ଥିତିରେ ନବ ଦାସ୍ ହତ୍ୟାକାଣ୍ଡର କିଛି ସମୟ ପୂର୍ବରୁ ଅଭିଯୁକ୍ତ ଗୋପାଳ ଦାସ ଶ୍ରୀ ଦେଓଙ୍କୁ ଫୋନ୍ କରିଥିଲା ସେନେଇ ଜାଣିବାକୁ ଚେଷ୍ଟା କରିଛି କ୍ରାଇମବ୍ରାଞ୍ଚ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking