18.1 C
Bhubaneswar
Saturday, December 20, 2025
Homeଓଡିଶାସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା: ଆଜି ଦେବ ବିବାହ

ସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା: ଆଜି ଦେବ ବିବାହ

ସମ୍ବଲପୁର: ସମ୍ବଲପୁର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାରେ ହନୁମାନ ନିଉତା ପରେ ଆଜି ଦେବ ବିବାହ । ଆଜି ବିଳମ୍ବିତ ରାତିରେ ଜଗତ ଜନନୀ ମା ପାର୍ବତୀଙ୍କ ହାତ ଧରିବେ ଦେବ ଦେବ ମହାଦେବ ସେଥିପାଇଁ ଚଳ ଚଞ୍ଚଳ ହୋଇ ଉଠିଲାଣି ସମଗ୍ର ସମ୍ବଲପୁର ସହରl ଆଜି ପ୍ରଥମେ ଗଣ୍ଠାଳ ଫିଟା କାର୍ଯ୍ୟକ୍ରମ ପରେ ଚଳିତ ବର୍ଷର କନ୍ୟା ପିତାମାତା ମନ୍ଦିର ଆସି ମା ପାର୍ବତୀଙ୍କୁ ଘରକୁ ନେବେ। ଏହାପରେ କନ୍ୟା ପିତା ମାତାଙ୍କ ଘରେ ଜମିବ ତେଲ ହଳଦୀ କାର୍ଯ୍ୟକ୍ରମ। ତାପରେ ଆରମ୍ଭ ହେବ ଉତ୍ସବର ପରିବେଶ। ହଜାର ହଜାର କଳାକାରଙ୍କ ଭିଡ଼ରେ ପ୍ରକମ୍ପିତ ହେବ ସମ୍ବଲପୁର ସହର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking