19.1 C
Bhubaneswar
Monday, February 2, 2026
Homeଓଡିଶାଅସୁସ୍ଥ ଟିଟିଲାଗଡ଼ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଅସୁସ୍ଥ ଟିଟିଲାଗଡ଼ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଟିଟିଲାଗଡ଼ ବିଧାୟକ ଶ୍ରୀ ନବୀନ କୁମାର ଜୈନ ଅସୁସ୍ଥ ଥିବାରୁ ସେ ରାୟପୁରର ରାମକୃଷ୍ଣ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଟେଲିଫୋନ ଯୋଗେ ଶ୍ରୀ ଜୈନଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ ଏବଂ ତାଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking