30.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଦେଶରେ ବଢିଲା କରୋନା ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ୪ ମୃତ

ଦେଶରେ ବଢିଲା କରୋନା ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ୪ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ୍ ମାମଲା ସଂଖ୍ୟା ଚିନ୍ତାଜନକ ଭାବରେ ବୃଦ୍ଧି ପାଉଛି। ମଙ୍ଗଳବାର ଦିନ ସକ୍ରିୟ କୋଭିଡ୍-୧୯ ମାମଲା ସଂଖ୍ୟା ୪ ହଜାର ଛୁଇଁଛି ବୋଲି ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି। ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, କେରଳ, ମହାରାଷ୍ଟ୍ର ଏବଂ ଦିଲ୍ଲୀରେ ସର୍ବାଧିକ ସଂକ୍ରମଣ ରିପୋର୍ଟ ହୋଇଛି। ଜାନୁଆରୀ ୧ ତାରିଖରୁ, ଦେଶରେ କୋଭିଡ୍ ସମ୍ବନ୍ଧୀୟ ୩୨ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି। ଯେଉଁଥିରେ ଗତ ୨୪ ଘଣ୍ଟା ମଧ୍ୟରେ କେବଳ ଚାରି ଜଣଙ୍କର ମୃତ୍ୟୁ ହୋଇଛି।ଦିଲ୍ଲୀ, କେରଳ, ମହାରାଷ୍ଟ୍ର ଏବଂ ତାମିଲନାଡୁ ପ୍ରତ୍ୟେକରେ ଗୋଟିଏ ଲେଖାଏ କୋଭିଡ୍ ସମ୍ବନ୍ଧୀୟ ମୃତ୍ୟୁ ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking