27.1 C
Bhubaneswar
Saturday, December 6, 2025
Homeଓଡିଶାମେଧା ପାଟେକର ଅଟକ: ବର୍ଷିଲେ ନିରଞ୍ଜନ

ମେଧା ପାଟେକର ଅଟକ: ବର୍ଷିଲେ ନିରଞ୍ଜନ

ଭୁବନେଶ୍ୱର: ମେଧା ପାଟେକରଙ୍କୁ ପୋଲିସ ଅଟକ ରଖିବା ଘଟଣାରେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ବର୍ଷିଲେ । କହିଲେ ଏଭଳି ନିଷ୍ପତ୍ତି ନେବା ପଛରେ କିଏ ଅଛି । କାହା ସ୍ୱାର୍ଥରେ ଏଭଳି ନିଷ୍ପତ୍ତି ନିଆଯାଇଛି । ସୂଚନା ଥାଉକି, ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ରାୟଗଡା ପୁଲିସ ପକ୍ଷରୁ ଅଟକ । ଆଜି କାଶୀପୁର ବ୍କକର ସୁଙ୍ଗେର ହାଟପଦାରେ ପାଳନ ହେବାକୁ ଥିଲା ବିଶ୍ବ ପରିବେଶ ଦିବସରେ ଯୋଗଦେଇଥାନ୍ତେ । ସିଜିମାଳି ଖଣି ଖନନକୁ ବିରୋଧ କରି ଆୟୋଜନ ହେବାକୁ ଥିଲା ସମାବେଶ, ମେଧା ପାଟେକରକୁ ନିର୍ଜନ ସ୍ଥାନରେ ରଖି କାର୍ଯ୍ୟକ୍ରମକୁ ନଯିବା ପାଇଁ ବୁଝାସୁଝା କରୁଛି ପୁଲିସ ।  ବିଶ୍ୱ ପରିବେଶ ଦିବସ ଅବସରରେ “ମା ମାଟି ମାଳି ସୁରକ୍ଷା ମଞ୍ଚ” ନେତୃତ୍ୱରେ ସୁଙ୍ଗେରରେ ହେବାକୁ ଯାଉଥିବା ସଭାରେ ଯୋଗ ଦେବାକୁ ଯାଉଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ବିଭିନ୍ନ ନେତୃତ୍ବମାନଙ୍କୁ ରାୟଗଡ଼ା ଷ୍ଟେସନରେ ଅଟକ ରଖାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking