ପୁରୀ: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ । କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ସୁରକ୍ଷା ବୈଠକ । ସ୍ନାନପୂଣ୍ଣିମା ପାଇଁ ପୁରୀ ଜଗିବେ ୭୦ ପ୍ଲାଟୁନ ଫୋର୍ସ । ୪ ଏସପି ରାଙ୍କ କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ରହିବେ । ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ଫୋକସ ରଖାଯାଇଛି ।










