ଗଞ୍ଜାମ: ବିଜେପିରେ ମିଶିଲେ ବ୍ଲକ ଅଧ୍ୟକ୍ଷା । ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ବିଜେପିରେ ସାମିଲ ହେଲେ । ଅଧ୍ୟକ୍ଷାଙ୍କ ସ୍ୱାମୀ ତଥା ପୂର୍ୱତନ ବ୍ଲକ ଅଧ୍ୟକ୍ଷା ସୁରଥ ପ୍ରଧାନ ବି ସାମିଲ ଅଛନ୍ତି । ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଉପସ୍ଥିତି ବିଜେପିରେ ମିଶିଲେ ।