19.1 C
Bhubaneswar
Sunday, December 21, 2025
Homeଓଡିଶାସମ୍ବଲପୁରରେ ମାଓବାଦୀ ସକ୍ରିୟ !

ସମ୍ବଲପୁରରେ ମାଓବାଦୀ ସକ୍ରିୟ !

ସମ୍ବଲପୁର: ସମ୍ବଲପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ମାଓ ଗତିବିଧି ବଢିଥିବା ସନ୍ଦେହ କରାଯାଉଛି । ସୋନପୁର, ବୌଦ୍ଧ, ରେଢାଖୋଲ ଅଞ୍ଚଳର ଢେଙ୍ଗୁ ଡ୍ୟାମକୁ ଲାଗି ରହିଥିବା ବିଭିନ୍ନ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ମାଓବାଦୀ ସକ୍ରିୟ ଥିବା ଗୁଇନ୍ଦା ସୂଚନା ମିଳିଛି । ପୂର୍ବରୁ ସମ୍ବଲପୁରରେ ମାଓବାଦୀଙ୍କ ଗତିବିଧି ଥିବା ବେଳେ ଦୀର୍ଘ ବର୍ଷ ହେବ ମାଓବାଦୀଙ୍କୁ ଦେଖିବାକୁ ମିଳିନଥିଲା । ଏବେ ଛତିଶଗଡ଼ରେ ଲଗାତର ମାଓ ଏନ୍‌କାଉଣ୍ଟର ହେଉଛି । ଏଥିରେ ଅନେକ ମାଓବାଦୀ ନିହତ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking