25.1 C
Bhubaneswar
Saturday, February 7, 2026
Homeଓଡିଶାମଣ୍ଡିରୁ ଉଠୁନି ଧାନ, ତାଲା ପକାଇଲେ ଚାଷୀ

ମଣ୍ଡିରୁ ଉଠୁନି ଧାନ, ତାଲା ପକାଇଲେ ଚାଷୀ

ବରଗଡ଼: ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ସେଠାରେ ସେହି ଧାନକୁ କ୍ରୟ ସଂସ୍ଥା କିଣୁ ନାହିଁ। ଫଳରେ ମଣ୍ଡିରେ ଧାନ ପକାଇ ଚାଷୀଙ୍କୁ ବହୁ ହଟହଟାର ସମ୍ମୁଖୀନ ହେବାକୁ ପଡୁଛି। ଏହାର ପ୍ରତିବାଦରେ ଶନିବାର ଚାଷୀମାନେ ମଣ୍ଡି ଆଗରେ ଧାନ ପକାଇବା ସହିତ ମଣ୍ଡିରେ ତାଲା ପକାଇ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking