28.1 C
Bhubaneswar
Thursday, February 5, 2026
Homeଓଡିଶାଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବରଗଡ: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ ।  ଗାଇସିଲେଟ ବ୍ଲକ ଡାଙ୍ଗବାହାଲ ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ । ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ।  ୮ ହଜାର ଟଙ୍କା  ଲାଞ୍ଚ ନେବା ବେଳେ ଧରିଲା ଭିଜିଲାନ୍ସ । ପୂର୍ୱରୁ ଛପି ରହିଥିବା ବରଗଡ ଭିଜିଲାନ୍ସ ଟିମ ପହଞ୍ଚି ନଗଦ  ଟଙ୍କା ଜବତ କରିଛି । ସୁସ୍ମିତା ଓରାମଙ୍କୁ ଗିରଫ କରିବା ସହିତ ତଦନ୍ତ ଜାରି ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking