25.6 C
Bhubaneswar
Monday, July 27, 2026
Homeଓଡିଶାମନୀଷ ଅଗ୍ରୱାଲଙ୍କୁ ଜାମିନ

ମନୀଷ ଅଗ୍ରୱାଲଙ୍କୁ ଜାମିନ

ମାଲକାନଗିରି: ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଆଜି ଏସଡ଼ିଜେଏମ୍ କୋର୍ଟରେ ହାଜର ହୋଇ ଜାମିନରେ ଯାଇଛନ୍ତି। ଆଜି ସକାଳୁ ସକାଳୁ ଲୁଚି ଛପି ସେ କୋର୍ଟରେ ହାଜର ହୋଇଥିଲେ। ସୁପ୍ରିମକୋର୍ଟଙ୍କ ନିର୍ଦେଶ ଅନୁଯାୟୀ ସେ ଏସଁଡିଜେଏମ କୋର୍ଟରେ ହାଜର ହୋଇଥିଲେ। ଏହି କୋର୍ଟରେ ୫୦ ହଜାର ଟଙ୍କା ଲେଖାଏଁ ଦୁଇଟି ମୂଚାଲିକାରେ ଶ୍ରୀ ଅଗ୍ରୱାଲଙ୍କୁ କୋର୍ଟ ଜାମିନ ପ୍ରଦାନ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking