ଭୁବନେଶ୍ୱର: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଘଟଣାରେ ଟ୍ୱିଟ କରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦବେଗ ପ୍ରକାଶ କରିଛନ୍ତି । ସରକାର କଠୋର ପଦକ୍ଷେପ ଗ୍ରହଣ କରନ୍ତୁ କହିଲେ ନବୀନ । ଘଟଣା ଅତ୍ୟନ୍ତ ସ୍ପର୍ଶକାତାର । ସଭିଙ୍କୁ ଏହା ବିଚଳିତ କରିଛି । ପଯ୍ୟଟନସ୍ଥଳୀରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ରାଜ୍ୟରେ ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ସୁନିଶ୍ଚିତ କରନ୍ତୁ ସରକାର ।










