18.1 C
Bhubaneswar
Saturday, December 6, 2025
Homeଦେଶ ବିଦେଶବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ

ବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ

ନୂଆଦିଲ୍ଲୀ: କେନ୍ଦ୍ର ସାହିତ୍ୟ ଏକାଡେମୀର ବାଲ ସାହିତ୍ୟ ଓ ଯୁବ ପୁରସ୍କାର ଘୋଷିତ । ରାଜକିଶୋର ପାଢୀ ପାଇବେ ଚଳିତବର୍ଷର ବାଲ ସାହିତ୍ୟ ପୁରସ୍କାର । କେତେ ଫୁଲ ଫୁଟିଛି ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢୀ । ସୁବ୍ରତ ସେନାପତି ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର । କଦମ୍ବ ବନ ପୁସ୍ତକ ପାଇଁ ପୁରସ୍କୃତ ହେବେ ସୁବ୍ରତ ସେନାପତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking