25.1 C
Bhubaneswar
Saturday, December 6, 2025
Homeଓଡିଶାକାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ଅଫିସ ଛୁଟି 

କାଲି ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ଅଫିସ ଛୁଟି 

ଭୁବନେଶ୍ୱର: କାଲି ଦ୍ୱିତୀୟାର୍ଦ୍ଧାରେ ଭୁବନେଶ୍ୱରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ରାଜସ୍ୱ ଓ ମାଜଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଛୁଟି ରହିବ । ଅତ୍ୟଧିକ ଭିଡ ଓ ଟ୍ରଫିକ ସମସ୍ୟା ଆଶଙ୍କାରେ ବନ୍ଦ ପାଇଁ ନିଷ୍ପତ୍ତି ନିଆଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking