ଭଦ୍ରକ: ଭଦ୍ରକରେ ୨୧ ପଯ୍ୟନ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଡାଇରିଆ ପାଇଁ ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଅଙ୍ଗନବାଡି କେନ୍ଦ୍ର, ସମସ୍ତ ସ୍କୁଲ ଓ କଲେଜ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଡାଇରିଆ ପାଇଁ ୨୪ ତାରିଖ ଯାଏ ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟି ରହିଛି ।










