18.1 C
Bhubaneswar
Sunday, February 8, 2026
Homeଦେଶ ବିଦେଶରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ୬୭ତମ ଜନ୍ମଦିନରେ ଶୁଭେଚ୍ଛା ଜଣାଇ ଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ୍ କରି କହିଛନ୍ତି, “ରାଷ୍ଟ୍ରପତି ଙ୍କ ଜନ୍ମଦିନରେ ତାଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କ ଜୀବନ ଏବଂ ନେତୃତ୍ୱ ଦେଶର କୋଟି କୋଟି ଲୋକଙ୍କୁ ପ୍ରେରଣା ଦିଏ। ଜନସେବା, ସାମାଜିକ ନ୍ୟାୟ ଏବଂ ଅନ୍ତର୍ଭୁକ୍ତିମୂଳକ ବିକାଶ ପ୍ରତି ତାଙ୍କର ଅଟଳ ପ୍ରତିବଦ୍ଧତା ସମସ୍ତଙ୍କୁ ସାହସ ଦିଏ ଏବଂ ଆଶାର କିରଣ। ସେ ସର୍ବଦା ଗରିବ ଏବଂ ଅବହେଳିତ ଲୋକଙ୍କୁ ସଶକ୍ତ କରିବା ପାଇଁ କାମ କରିଛନ୍ତି। ମୁଁ ତାଙ୍କର ଦୀର୍ଘ ଜୀବନ କାମନା କରୁଛି।” ମୁର୍ମୁ ୨୦୨୨ ମସିହାରେ ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ ଏବଂ ଆଦିବାସୀ ସମ୍ପ୍ରଦାୟର ପ୍ରଥମ ରାଷ୍ଟ୍ରପତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking