20.1 C
Bhubaneswar
Sunday, December 21, 2025
Homeଓଡିଶାନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ

ନବୀନ ପଟ୍ଟନାୟକଙ୍କ ଅସ୍ତ୍ରୋପଚାର ସଫଳ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ସଫଳତାର ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି । ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର କରାଯାଇଛି । କୋକିଳା ବେନ ଧୀରୁଭାଇ ଆମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର କରାଯାଇଥିଲା । ଦୁଇ ଦିନ ପାଇଁ ଅବଜରଭେସନରେ ରହିବେ ନବୀନ । ଏନେଇ ସୂଚନା ଦେଇଛନ୍ତି ଡାକ୍ତର ରମାକାନ୍ତ ପଣ୍ଡା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking