31.1 C
Bhubaneswar
Saturday, March 28, 2026
Homeଓଡିଶାଟିକାବାଲିରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ

ଟିକାବାଲିରେ ଫ୍ୟାକ୍ଟ ଫାଇଣ୍ଡିଂ ଟିମ

ଫୁଲବାଣୀ: ଟିକାବାଲିରେ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟିମ । କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟିମରେ ଅଛନ୍ତି ୫ ଜଣ ସଦସ୍ୟ । ଗୋପାଳପୁର ଠାରେ ହୋଇଥିବା ଜଘନ୍ୟ ଗଣବଳାତ୍କାର ଏବଂ ରାଜ‍୍ୟରେ ଆକସ୍ମିକ ଭାବରେ ଶତାଧିକ ମହିଳା, ଶିଶୁ ନିଖୋଜ ହେବା ଓ ରାଜ‍୍ୟରେ ମହିଳାଙ୍କ ପ୍ରତି ବଢୁଥିବା ଅତ‍୍ୟାଚାରକୁ ନେଇ ଚିନ୍ତା ପ୍ରକଟ କରି ଏଆଇସିସି ଅଧ୍ୟକ୍ଷ ଶ୍ରୀ ମଲ୍ଲିକାଜୁର୍ନ ଖଡଗେ ପରିସ୍ଥିତିକୁ ଅନୁସନ୍ଧାନ କରିବା ନିମନ୍ତେ ଗଠନ କରିଛନ୍ତି ତଥ୍ୟ ଅନୁଧ୍ୟାନ କାରି ଦଳ । ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଏଆଇସିସି ମହିଳା କଂଗ୍ରେସ ଅଧ୍ୟକ୍ଷା ଦିପା ଦାସମୁନସୀ ଆବାହକତ୍ୱରେ ୪ ଦିନିଆ ଓଡିଶା ଗସ୍ତରେ ଆସିଥିବା ୫ ଜଣିଆ ତଥ୍ୟ ଅନୁଧ୍ୟାନ କାରୀ ଦଳର ନେତୃବୃନ୍ଦ ସାଂସଦ ରଞ୍ଜିତ ରଞ୍ଜନ, ସାଂସଦ ପ୍ରଣିତି ସିନ୍ଦେ,ଏସ ଯୋଥିମଣି ,ପୂର୍ବତନ ଏଆଇସିସି ମହିଳା କଂଗ୍ରେସ ଅଧ୍ୟକ୍ଷା ଶୋଭା ଓଜା ପ୍ରମୁଖ ଭୁବନେଶ୍ଵରରେ ଗତକାଲି ପହଞ୍ଚିଥିଲେ। ଉକ୍ତ ଦଳ ସହ ରାଜ୍ୟ ମହିଳା କଂଗ୍ରେସ ଅଧ୍ୟକ୍ଷା ମିନାକ୍ଷୀ ବାହିନୀପତି,ସସ୍ମିତା ବେହେରା,ବନ୍ଦିତା ପରିଡ଼ା,ସୋନାଲି ସାହୁ,ମନିଷା ଦାଶ ପଟ୍ଟନାୟକ,ଜୟଶ୍ରୀ ପାତ୍ର ପ୍ରମୁଖ ମହିଳା କଂଗ୍ରେସ ନେତୃବୃନ୍ଦ ଗତକାଲି ଗୋପାଳପୁର ଗଣଦୁଷ୍କର୍ମ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking