24.1 C
Bhubaneswar
Sunday, December 7, 2025
Homeଓଡିଶାଆଜି ମହାପ୍ରଭୁଙ୍କର ବନକଲାଗି ନୀତି

ଆଜି ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ: ଅଣସର ଘରେ ସୁସ୍ଥ ପରେ ମହାପ୍ରଭୁଙ୍କର ଆଜି ବନକଲାଗି ନୀତି । ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ଵାରା ଏହି ନୀତି ସମ୍ପନ୍ନ ହେବ । ଆସନ୍ତାକାଲି ସକାଳୁ ନେତ୍ରୋତ୍ସବ ଏବଂ ନବଯୌବନ ଦର୍ଶନର ସାନ୍ନିଧ୍ୟ ଲାଭ କରିବେ ଭକ୍ତ । କାଲି ସକାଳ ୬ଟାରେ ଚକାଅପସର, ୬ଟା ୧୦ରେ ମଙ୍ଗଳଆଳତୀ, ମଇଲମ, ଅବକାଶ ଓ ସାଢେ ୭ଟାରେ ଦଶଅବତାର ଠାକୁର ବାହୁଡା ବିଜେ, ସକାଳ ୮ଟାରେ ଅଣସର ତାଟି ଓ ପଟିଦିଅଁ ବିସର୍ଜନ ହେବ । ତାପରେ ଆରମ୍ଭ ହେବ ଭିତରକାଠ ନିକଟରେ ପରମାଣିକ ଦର୍ଶନ । ଏହା ପ୍ରାୟ ୯ଟା ପର୍ଯ୍ୟନ୍ତ ଚାଲିବ । ସକାଳ ୯ଟାରୁ ୧୧ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking