32.1 C
Bhubaneswar
Thursday, May 14, 2026
Homeଓଡିଶାଆରମ୍ଭ ହେଲା ବଡ ଠାକୁର ବଳଭଦ୍ରଙ୍କ ପହଣ୍ଡି

ଆରମ୍ଭ ହେଲା ବଡ ଠାକୁର ବଳଭଦ୍ରଙ୍କ ପହଣ୍ଡି

ପୁରୀ: ଆରମ୍ଭ  ହେଲା ବଡ ଠାକୁର  ବଳଭଦ୍ରଙ୍କ  ପହଣ୍ଡି ।  ଧାଡି ପହଣ୍ଡିରେ ଆସୁଛନ୍ତି ପ୍ରଭୁ ବଳଭଦ୍ର । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ତାଳଧ୍ୱଜ ରଥରେ ବିରାଜମାନ କରିବେ ବଳଭଦ୍ର ।    ଆଜିଠାରୁ ଶ୍ରୀଜିଉଙ୍କ ୯ ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking