17.1 C
Bhubaneswar
Monday, December 8, 2025
Homeଓଡିଶାରଥଯାତ୍ରାରେ ଅଘଟଣ: ସାମ୍ବାଦିକଙ୍କୁ ସରକାର ଡାକି ଦୁର୍ବ୍ୟବହାରକୁ ଭକ୍ତଙ୍କ ନିନ୍ଦା

ରଥଯାତ୍ରାରେ ଅଘଟଣ: ସାମ୍ବାଦିକଙ୍କୁ ସରକାର ଡାକି ଦୁର୍ବ୍ୟବହାରକୁ ଭକ୍ତଙ୍କ ନିନ୍ଦା

ଭୁବନେଶ୍ଵର: ରଥଯାତ୍ରାରେ ରାଜ୍ୟ ସରକାର ସ୍ୱୀକୃତିପ୍ରାପ୍ତ ଓ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ରଥଯାତ୍ରା ଖବର ସଂଗ୍ରହ ପାଇଁ ସ୍ଵତନ୍ତ୍ର ବ୍ୟବସ୍ଥା କରିଥିବା ବେଳେ ପୁଲିସ ଆକ୍ରମଣରେ ୭ରୁ ଊର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି । ଜଣେ ମହିଳା ସାମ୍ବାଦିକ ହାତରେ ୨୦ ଷ୍ଟିଜ ପଡିଛି। ଏପରି ଘଟଣାକୁ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ନିନ୍ଦା କରିଛନ୍ତି। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହସ୍ତକ୍ଷେପ କରିବା ସହିତ ସିସି କ୍ୟାମେରା ଯାଞ୍ଚ କରି ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking