ଭୁବନେଶ୍ୱର: ତେଲେଙ୍ଗାନା ବିସ୍ଫୋରଣରେ ୮ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରିଛନ୍ତି । ତେଲେଙ୍ଗାନା ମେଡାକର ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିଲା । ବିସ୍ଫୋରଣରେ ୪୦ ମୃତକଙ୍କ ମଧ୍ୟରୁ ୮ ଜଣ ଓଡିଆ ଶ୍ରମିକ ଥିଲେ ।









