18.1 C
Bhubaneswar
Saturday, December 6, 2025
Homeଓଡିଶାଆୟକର ବିଭାଗରେ ହାଜର ହେଲେ ବିଶାଲ ଦାସ

ଆୟକର ବିଭାଗରେ ହାଜର ହେଲେ ବିଶାଲ ଦାସ

ଭୁବନେଶ୍ୱର: ଆୟକର ବିଭାଗ କାର୍ଯ୍ୟାଳୟରେ ହାଜର ହେଲେ ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ |ଆୟକର ବିଭାଗ ନୋଟିସ ପରେ ସେ ହାଜର ହୋଇଛନ୍ତି |କିଛି ଦିନ ପୂର୍ବରୁ ଆୟକର ବିଭାଗ ନବ ଦାସଙ୍କ ଘର ସମେତ ୯ଟି ସ୍ଥାନରେ ଚଢାଉ କରିଥିଲା |ଆୟକର ବିଭାଗ ପକ୍ଷରୁ ଝାରସୁଗୁଡ଼ା ସମେତ ସମ୍ବଲପୁର, ଭୁବନେଶ୍ବର, ଦିଲ୍ଲୀ, ସୁନ୍ଦରଗଡ଼ ଓ ଅନ୍ୟାନ୍ୟ ସ୍ଥାନରେ ଥିବା ସ୍ବର୍ଗତ ଦାସଙ୍କ ଘର, ବ୍ୟବସାୟିକ ପ୍ରତିଷ୍ଠାନ,କାର୍ଯ୍ୟାଳୟ, ତାଙ୍କ ଘନିଷ୍ଠ ସହଯୋଗୀ ଏବଂ ସଂପର୍କୀୟଙ୍କ ଠିକଣାରେ ଚଢ଼ାଉ କରାଯାଇଥିଲା |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking