26.1 C
Bhubaneswar
Sunday, December 7, 2025
Homeଓଡିଶାକଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ:  ଦେବୀବିହାର କଲେଜ ଛାତ୍ରୀଙ୍କ ମୃତଦେହ ଉଦ୍ଧାର  । ଭଡା ଘର ପାଇଖାନା ଘରୁ ପିଜି ଛାତ୍ରୀଙ୍କ  ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବତୀ କେନ୍ଦୁଝର ଘଷିପୁରାର । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃଦେହକୁ ଜବତ କରି ତଦନ୍ତ ଜାରି ରଖିଛି । ମୃତକଙ୍କ ପରିବାର ଲୋକଙ୍କ  ମନରେ ଶୋକର ଛାୟା ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking