17.1 C
Bhubaneswar
Sunday, February 8, 2026
Homeଓଡିଶାମାଓକ୍ୟାମ୍ପ ଠାବ: ୨୦ ଜିଲୋଟିନ୍‌ ସହ ବିପୁଳ ବିସ୍ଫୋରକ ଜବତ

ମାଓକ୍ୟାମ୍ପ ଠାବ: ୨୦ ଜିଲୋଟିନ୍‌ ସହ ବିପୁଳ ବିସ୍ଫୋରକ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି। ଜିଲ୍ଲା ପୁଲିସ କାର‌୍ୟ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସପି ଜିଆର ରାଘବେନ୍ଦ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ଏସ୍‌ପି କହିଛନ୍ତି, ଗତ ୫ ତାରିଖରେ ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ଗତିବିଧି ରହିଥିବା ଜିଲ୍ଲା ପୁଲିସକୁ ସୂଚନା ମିଳିଥିଲା। ଏହି ଆଧାରରେ ଡ଼ିଭିଏଫ ଟିମ୍ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରେ କମ୍ବିଂ ଅପରେସନ ଆରମ୍ଭ କରିଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking