26.1 C
Bhubaneswar
Sunday, December 7, 2025
Homeଓଡିଶାବର୍ଷାରେ ଭିଜୁଛି ଓଡ଼ିଶା

ବର୍ଷାରେ ଭିଜୁଛି ଓଡ଼ିଶା

ଭୁବନେଶ୍ୱର: ହାଲୁକାରୁ ମଧ୍ୟମ ଧରଣ ବର୍ଷାରେ ଭିଜୁଛି ଓଡ଼ିଶା । ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଜାରି ରହିଛି । ଆଜି ପାଇଁ ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା କୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ  । ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଜିମ୍ବା ଦୁଇଟି ସ୍ଥାନରେ ଝଟକା ପବନ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ବହିବା ସମ୍ଭାବନା ରହିଛି । ସେହିଭଳି ପୁରୀ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କିଛି କିଛି ସ୍ଥାନ ମାନଙ୍କରେ ପ୍ରବଳ ବଜ୍ରପାତ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking