ଭୁବନେଶ୍ୱର: ଖୁବଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳର ହେବ ସମ୍ପ୍ରସାରଣ । ଏନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ବୋର୍ଡ ଓ ନିଗମ ନିଯୁକ୍ତି ନେଇ ତାଲିକା ପ୍ରସ୍ତୁତ ହୋଇଛି । ଆଉ କିଛି ଚର୍ଚ୍ଚା ଆଲୋଚନା ପରେ ନିଷ୍ପତ୍ତି ନିଆଯିବ । ଯୁବକ ଓ ବରିଷ୍ଠଙ୍କ ସହ ସମନ୍ୱୟ ରଖି ଟିମ ଗଠନ ହେବ ।










