17.1 C
Bhubaneswar
Tuesday, December 9, 2025
Homeଓଡିଶାମେଘନାଦ ପାଚେରୀ ଭିତରେ ଚଢ଼ିଲେ ୪ ସନ୍ଦୀଗ୍ଧ

ମେଘନାଦ ପାଚେରୀ ଭିତରେ ଚଢ଼ିଲେ ୪ ସନ୍ଦୀଗ୍ଧ

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ  । ସବୁ ସୁରକ୍ଷାକୁ ଭେଦ କରି ମେଘନାଦ ପାଚେରୀ ଭିତରେ ଚଢ଼ିଲେ ସନ୍ଦୀଗ୍ଧ  । ନୀଳାଦ୍ରିବିଜେରେ ମାଳ ମାଳ ସୁରକ୍ଷା କର୍ମୀ ଶ୍ରୀମନ୍ଦିର ବାହାରେ ଜଗିଥିବା ବେଳେ, ଶ୍ରୀମନ୍ଦିର ଭିତରେ ମଧ୍ୟ ମାଳ ମାଳ ପୋଲିସ ମୁତୟନ ରହିଥିଲେ। ଏହାରି ଭିତରେ ଦକ୍ଷିଣ ଦ୍ୱାର ମେଘନାଦ ପାଚେରୀ ଭିତରେ ୪ଜଣ ସନ୍ଦିଗ୍ଧ ଯୁବକ ଚଢ଼ିଥିଲେ  । କେଉଁ ଉଦ୍ଦେଶ୍ୟରେ ଏମାନେ ଚଢ଼ିଥିଲେ ତାହା ଜଣାପଡ଼ିନାହିଁ। ଏନେଇ ପୋଲିସ ପାଖରେ ସୂଚନା ଅଛି କି ନାହିଁ ତାହା ଜଣାପଡ଼ିନଥିବା ବେଳେ, କେତେ ସୁରକ୍ଷିତ ଶ୍ରୀମନ୍ଦିର ସେନେଇ ସାଧାରଣରେ ପ୍ରଶ୍ନ ଉଠିଛି  ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking